ଭଏସ ଅଫ କମନ୍ସ
ରାଜ୍ୟ ରେ
ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ଲାଇଭ୍ ଷ୍ଟକ ଇନ୍ସ୍ପେକ୍ଟର ପଦବୀ ନିଯୁକ୍ତି ପାଇଁ ଶାରିରୀକ ପରୀକ୍ଷା ଚାଲିଥିବା ସମୟରେ କେନ୍ଦୁଝରର ବ୍ୟୋମକେଶ ନାୟକ ଓ ସୁନ୍ଦରଗଡର ପ୍ରବୀଣ କୁମାର ପଣ୍ଡାଙ୍କ ମୃତ୍ୟୁ ହୋଇଛି । ତେବେ ଏହି ଖବର ଶୁଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ରାଶି ପ୍ରଦାନ କରିଛନ୍ତି ।
Sign in
Sign in
Recover your password.
A password will be e-mailed to you.
Prev Post
Next Post